ମେଡିକାଲ ଉଇକିପିଡିଆ ଅଫଲାଇନ
Install Now
ମେଡିକାଲ ଉଇକିପିଡିଆ ଅଫଲାଇନ
ମେଡିକାଲ ଉଇକିପିଡିଆ ଅଫଲାଇନ

ମେଡିକାଲ ଉଇକିପିଡିଆ ଅଫଲାଇନ

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ ।

Developer: Kiwix Team
App Size: Varies With Device
Release Date: Oct 21, 2016
Price: Free
Price
Free
Size
Varies With Device

Screenshots for App

Mobile
ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ । ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି । ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ/ ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ । ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ । ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି ।

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ । (Powered by Kiwix http://www.kiwix.org/)
Show More
Show Less
More Information about: ମେଡିକାଲ ଉଇକିପିଡିଆ ଅଫଲାଇନ
Price: Free
Version: 2020-01
Downloads: 5382
Compatibility: Android 4.0.3
Bundle Id: org.kiwix.kiwixcustomwikimedor
Size: Varies With Device
Last Update: 2020-01-24
Content Rating: Mature 17+
Release Date: Oct 21, 2016
Content Rating: Mature 17+
Developer: Kiwix Team


Whatsapp
Vkontakte
Telegram
Reddit
Pinterest
Linkedin
Hide